ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ହେବେ । ସୁସମ୍ବାଦ ପ୍ରାପ୍ତ ହୋଇପାରେ । ବ୍ୟବସାୟରେ ପ୍ରଗତି ହେବାର ସମ୍ଭାବନା ରହିଛି । ପ୍ରେମରେ ସଫଳତା ମିଳିବ ।

ବୃଷ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚ ରହିବ। ଲୋକ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ। ଅଚାନକ ଧନଲାଭ ହେବାର ସମ୍ଭାବନା । ମହିଳାଙ୍କର ଅଫିସରେ ଉନ୍ନତି ହେବ।

ମିଥୁନ: କିଛି ନୂଆ କରିବାର ସୁଯୋଗ ମିଳିପାରେ । ପୂର୍ବରୁ କରିଥିବା କାମର ଲାଭ ଉଠାଇ ପାରନ୍ତି । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ ।ବନ୍ଧୁଙ୍କ ଗହଣରେ ସମୟ ବିତିପାରେ ।

କର୍କଟ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି। ସାମାଜିକ କାର୍ଯ୍ୟରେ ମନ ଲାଗିବ। ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ। କିଛି ଜରୁରୀ ବିଷୟରେ ବରିଷ୍ଠଙ୍କ ପରାମର୍ଶ ନେଇ ପାରନ୍ତି ।

ସି˚ହ: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି ।

କନ୍ୟା: ପୂଜାପାଠରେ ଅଧିକ ସମୟ ବିତିବ। ଜୀବନଶୈଳୀରେ ପରିବର୍ତ୍ତନ ପାଇଁ ବିଚାର କରିପାରନ୍ତି। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି ।

ତୁଳା: ଇଷ୍ଟଦେବଙ୍କର ଆରାଧନା କରନ୍ତୁ, ଶୁଭ ହେବ। କାର୍ଯ୍ୟକ୍ଷେତ୍ରରେ ନୂଆ ଉପାୟ ମିଳିପାରେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।

ବିଛା: ଅର୍ଥନୈତିକ ମାମଲାରେ ଆପଣଙ୍କୁ ଲାଭ ମିଳିପାରେ । ବୈଦେଶିକ ବ୍ୟାପାର କ୍ଷେତ୍ରରେ ବଡ଼ ଚୁକ୍ତି ହୋଇପାରେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।

ଧନୁ: ସରକାରୀ କାମରେ ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ । ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ ।

ମକର: ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ମାନ ଗ୍ରହଣ କରିପାରନ୍ତି । ବନ୍ଧୁଙ୍କ ସହ ସାକ୍ଷାତ୍ ହୋଇପାରେ । ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ବୈବାହିକ ଜୀବନ ଖୁସିମୟ ହେବ ।

କୁମ୍ଭ: ରାଜନୀତିରେ ଆଗକୁ ବଢ଼ିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । କାରବାରରେ ଲାଭ ହେବ । ସୁସମ୍ବାଦ ପାଇବେ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ଚାକିରିଆଙ୍କୁ ଖୁସି ଖବର ମିଳିବ ।

ମୀନ: ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । କୌଣସି ଖବର ପାଇ ଖୁସି ହେବେ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।


ସେୟାର କରନ୍ତୁ