ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ତର୍କରେ ପାରଦର୍ଶିତା ଲାଭ କରିବେ । ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ଉଦ୍ୟୋଗୀ ହେବା ସହ ସେବା-ପୂଜାରେ ନିୟୋଜିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ ।

ବୃଷ: ଜଟିଳ ସମସ୍ୟାର ନିଷ୍ପତ୍ତି ନେଇ ପାରନ୍ତି । ଅଚାନକ ଧନ ପ୍ରାପ୍ତିର ସୂଚନା ମିଳୁଛି । ସ୍ୱାଭିମାନୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।

ମିଥୁନ: ବନ୍ଧୁ ମିଳନ କଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ ।

କର୍କଟ: କଠିନ ସମୟ ଦେଇ ଗତି କରିବେ, ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ଦେହ ସାମାନ୍ୟ ଅସୁସ୍ଥତା ଦେଖାଦେବ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ ।

ସିଂହ: କର୍ମ ଚଞ୍ଚଳ ରହିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । କନ୍ୟା ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୁଯୋଗ ଅଛି । ବିଭିନ୍ନ ଦିଗରୁ ଅର୍ଥ ଆସିପାରେ ।

କନ୍ୟା: ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।

ତୁଳା: ଆପଣଙ୍କର କ୍ଷମତା ବୃଦ୍ଧି ହେବ, ଯାହା ଫଳରେ ଅନେକ କିଛି ହାସଲ କରିପାରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।

ବିଛା: ଅର୍ଥନୈତିକ ମାମଲାରେ ଚାପ ସୃଷ୍ଟି ହୋଇପାରେ । ବୈଦେଶିକ ବ୍ୟାପାର କ୍ଷେତ୍ରରେ ବଡ଼ ଚୁକ୍ତି ହୋଇପାରେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।

ଧନୁ: ବେପାରରେ ଉଚିତ ଲାଭ ପାଇବେ । ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମ ପୂରା ହୋଇପାରେ । ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ ।

ମକର: ଭବିଷ୍ୟତକୁ ଆଖି ଆଗରେ ରଖି କାମ କରିବେ । ଘରକୁ ବନ୍ଧୁଙ୍କ ଆଗମନ ହୋଇପାରେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବୈବାହିକ ଜୀବନ ଖୁସିମୟ ହେବ ।

କୁମ୍ଭ: ଅଧୁରା କାମ ପୂରା କରିବା ପାଇଁ ମନ ପ୍ରାଣ ଲଗାଇଦେବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ଚାକିରିଆଙ୍କୁ ଖୁସି ଖବର ମିଳିବ ।

ମୀନ: କୌଣସି କାମକୁ ନେଇ ଚିନ୍ତିତ ରହି ପାରନ୍ତି । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ଦେହ ସାମାନ୍ୟ ଅସୁସ୍ଥତା ଦେଖାଦେବ । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।


ସେୟାର କରନ୍ତୁ