ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ସୁସମ୍ବାଦ ପ୍ରାପ୍ତ ହୋଇପାରେ । ବ୍ୟବସାୟରେ ପ୍ରଗତି । ପ୍ରେମରେ ସଫଳତା ମିଳିବ । ଅଚାନକ ଧନଲାଭ ହେବାର ସମ୍ଭାବନା । ଚାକିରିଆଙ୍କୁ ଖୁସି ଖବର ମିଳିବ ।

ବୃଷ: କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ । ଦୀର୍ଘ ଦିନରୁ ପରିବାରରେ ଲାଗି ରହିଥିବା ମତଭେଦ ଦୂର ହୋଇପାରେ । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍କ କରିବାରେ ସକ୍ଷମ ହେବେ ।

ମିଥୁନ: ବିଭିନ୍ନ ଦିଗରୁ ସହଯୋଗ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ ।

କର୍କଟ: କିଛି ଜରୁରୀ ବିଷୟରେ ବରିଷ୍ଠଙ୍କ ପରାମର୍ଶ ନେଇ ପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।
ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ ।

ସି˚ହ: ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । ବିବାଦରେ ବିଜୟୀ ହେବେ । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ବିବାଦ ସମାଧାନର ବାଟ ଖୋଲିପାରେ ।

କନ୍ୟା: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ନିବେଶ କରିବେ ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଭଲ ଅଛି ଏବଂ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହୋଇପାରନ୍ତି । ଆପଣଙ୍କର କ୍ଷମତା ବୃଦ୍ଧି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।

ବିଛା: ଅର୍ଥନୈତିକ ମାମଲାରେ ଆପଣଙ୍କୁ ଲାଭ ମିଳିପାରେ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ବୈଦେଶିକ ବ୍ୟାପାର କ୍ଷେତ୍ରରେ କୌଣସି ବଡ଼ କାର୍ଯ୍ୟ ହୋଇପାରେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ ।

ଧନୁ: ଅନ୍ୟ ଲୋକଙ୍କ ଜରିଆରେ ଆପଣଙ୍କ କାମ ପୂରା ହୋଇପାରେ । ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।

ମକର: ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ମାନ ଗ୍ରହଣ କରିପାରନ୍ତି । ବନ୍ଧୁଙ୍କ ସହ ସାକ୍ଷାତ୍ ହୋଇପାରେ । ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ବୈବାହିକ ଜୀବନ ଖୁସିମୟ ହେବ ।

କୁମ୍ଭ: ଅଧୁରା କାମ ପୂରା ହେବ। ବେପାରରେ ଉଚିତ ଲାଭ ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ ।

ମୀନ: ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ଚାକିରିଆଙ୍କୁ ଖୁସି ଖବର ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।


ସେୟାର କରନ୍ତୁ