ରାଜ୍ୟରେ ସୁସ୍ଥ ହେଲେ 2590 ଜଣ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 96364

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 2590 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 96364ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ