ସେୟାର କରନ୍ତୁ
ଭୁବନେଶ୍ୱର : ଆଜି ରାଜ୍ୟରେ 2010 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 268115ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।