ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ବ୍ୟବସାୟରେ ପ୍ରଗତି ହୋଇପାରେ । ପ୍ରେମରେ ସଫଳତା ମିଳିବ । ଅଚାନକ ଧନଲାଭ ହେବାର ସମ୍ଭାବନା । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋନିବେଶ କରିବେ ।

ବୃଷ: ଆଜି ଦିନଟି ଆପଣଙ୍କ କ୍ୟାରିୟର ପ୍ରତି ଭଲ ରହିଛି । ଭୂସ˚ପତ୍ତି କିଣିବାର ସମ୍ଭାବନା ଯୋଗ ରହିଛି । ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍କ କରିବାରେ ସକ୍ଷମ ହେବେ ।

ମିଥୁନ: କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କିଛି ନୂଆ କରିବାର ସୁଯୋଗ ମିଳିପାରେ । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ ।

କର୍କଟ: କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କୁ ଆୟର ନୂଆ ଉତ୍ସ ମିଳିବ ।

ସି˚ହ: ମନ ପ୍ରସନ୍ନ ରହିବ । ବିବାଦରେ ବିଜୟୀ ହେବେ । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ । ପାରିବାରିକ ଜୀବନ ସୁଖମୟ ହେବାର ଯୋଗ ରହିଛି ।

କନ୍ୟା: କୌଣସି ନୂଆ କାମକୁ ହାତକୁ ନେଇ ପାରନ୍ତି । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ନିବେଶ କରିବେ ।

ତୁଳା: ଆପଣଙ୍କର କ୍ଷମତା ବୃଦ୍ଧି ହେବ । ବନ୍ଧୁଙ୍କ ଗହଣରେ ସମୟ ବିତିପାରେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ରହିଛି । ରାଜନୀତି କ୍ଷେତ୍ରରେ ସମ୍ମାନ ଯୋଗ ରହିଛି ।

ବିଛା: ଅର୍ଥନୈତିକ ମାମଲାରେ ଆପଣଙ୍କୁ ଲାଭ ମିଳିପାରେ । ବୈଦେଶିକ ବ୍ୟାପାର କ୍ଷେତ୍ରରେ ବଡ଼ ଚୁକ୍ତି ହୋଇପାରେ । ପ୍ରେମ ଓ ଭଲ ପାଇବା କ୍ଷେତ୍ରରେ ସତେଜତା ଅନୁଭବ କରିବେ ।

ଧନୁ: ସମାଜରେ ମାନ ସମ୍ମାନ ପାଇବାର ଯୋଗ ରହିଛି । ପାରିବାରିକ ଜୀବନ ସୁଖମୟ ହେବ । କିଛି କାମ ପାଇଁ ବନ୍ଧୁଙ୍କ ସହାୟତା ନେଇ ପାରନ୍ତି । ବନ୍ଧୁଙ୍କ ସହ ସମ୍ପର୍କ ଆହୁରି ମଜଭୁତ ହେବ ।

ମକର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ । ଶତ୍ରୁକୁ କରାୟତ୍ତ କରିବାରେ ସକ୍ଷମ ହେବେ । ବୈବାହିକ ଜୀବନ ଖୁସିମୟ ହେବ । ଛାତ୍ରଙ୍କୁ ଭଲ ପରିଣାମ ପ୍ରାପ୍ତ ହେବ।

କୁମ୍ଭ: ପରିଶ୍ରମ କରନ୍ତୁ ବେପାରରେ ଉଚିତ ଲାଭ ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରେମ ପ୍ରସଙ୍ଗରେ ସବୁ ଭଲ ରହିବ । ଚାକିରିଆଙ୍କୁ ଖୁସି ଖବର ମିଳିବ ।

ମୀନ: ଆଜି ନିଜ କାମରେ ଅଧିକ ପରିଶ୍ରମ କରିବାକୁ ପଡିବ । କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସୁଖ ବଢ଼ିବ ।


ସେୟାର କରନ୍ତୁ