ରାଜ୍ୟରେ ସୁସ୍ଥ ହେଲେ 81 ଜଣ କରୋନା ଆକ୍ରାନ୍ତ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନାର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଅଛି । ଆଜି ରାଜ୍ୟରେ 81 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ