ଆଜିର ରାଶିଫଳ

ଜୀବନଚର୍ଯ୍ୟା
ସେୟାର କରନ୍ତୁ

ମେଷ: ବେପାର ବୃତ୍ତିରେ ମନ ଚାହୁଥିବା ସଫଳତା ଓ ଲାଭ ପାଇବେ । ପରିବାର ସହିତ ମିଶିବା ହେତୁ ଖୁସି ରହିବେ । ରାଜନୀତିରେ ସଫଳତା ପାଇବେ । ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ ।

ବୃଷ: ଉନ୍ନତିର ନୂଆ ମାର୍ଗ ଖୋଲିବ । ପରିବାର ସହିତ ମିଶିବା ହେତୁ ଖୁସି ରହିବେ । ଛାତ୍ରୀମାନେ ସହପାଠୀଙ୍କ ସାହାଯ୍ୟ ପାଇବେ । ସ୍ବାସ୍ଥ୍ୟ ଭଲ ରହିବ । ବନ୍ଧୁଙ୍କ ସଦ୍-ଭାବ କିମ୍ବା ସହକର୍ମୀମାନଙ୍କ ସହ-ଯୋଗ ପାଇବେ ନାହିଁ ।

ମିଥୁନ: ଦେବୀମାତାଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଯାନ୍ତ୍ରୀକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତି ହେବାରେ ବିଳମ୍ବ ଘଟିବ । ନିଜ କଥା ଅନ୍ୟମାନଙ୍କୁ ଜଣାଇବାରେ ସଫଳ ହେବେ । ବ୍ୟବସାୟରେ ଉଚିତ ଲାଭ ପାଇବେ।

କର୍କଟ: କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । ଆତ୍ମସମୀକ୍ଷାରେ ସମୟ ବିତିବ । ଖାସ୍ କାମରେ ବାଧା ଉପୁଜିପାରେ । ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେବ । ଦୂରସ୍ଥାନକୁ ଯାତ୍ରାରେ ଯିବେ ।

ସି˚ହ: ଅନ୍ୟମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ମିଳିବ । ବେପାରରେ ଲାଭ ପାଇଁ ମନୋଯୋଗରେ କାମ କରିବେ । ପ୍ରେମ ସମ୍ବନ୍ଧ ସୁଖଦ ରହିବ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି ।

କନ୍ୟା: ପରିବାର ସହିତ ମିଶିବା ହେତୁ ଖୁସି ରହିବେ । ଆପଣଙ୍କର ବୀରତ୍ବକୁ ବଳ ମିଳିବ । ସବୁ କାମରେ ସଫଳ ହେବେ । ଆର୍ଥିକ ସ୍ଥିତି ସୁଧୁରିବ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ ।

ତୁଳା: ସୁପରିଣାମ ସଦୃଶ ଯେକୌଣସି ପ୍ରତିରୋଧକୁ ଏଡାଇ ଯାଇ କାମ ହାସଲରେ ସମର୍ଥ ହେବେ । ବ୍ୟବସାୟରେ ଉଚିତ ଲାଭ ପାଇବେ। ପରିବେଶ ଓ ପରିସ୍ଥିତି ଠିକ୍ ନ ଥିବା କାରଣରୁ ଭୋଗ ବିଳାସରେ ବାଧାବିଘ୍ନ ଘଟିପାରେ ।

ବିଛା: କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । ସବୁ କାମରେ ସଫଳ ହେବେ। କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତିରେ କେତେକ କାମକୁ ଅବହେଳା କରି ସମାଲୋଚିତ ହେବାକୁ ପଡିବ ।

ଧନୁ: ପାରିବାରିକ କ୍ଷେତ୍ରରେ ଉନ୍ନତମାନର ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । ରାଜନୀତିରେ ସଫଳତା ପାଇବେ। ବନ୍ଧୁଙ୍କ ସଦ୍-ଭାବ କିମ୍ବା ସହକର୍ମୀମାନଙ୍କ ସହ-ଯୋଗ ପାଇବେ ନାହିଁ ।

ମକର: ଚନ୍ଦ୍ର କେନ୍ଦ୍ରାଧିପତିଙ୍କ ସହ ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ । ସ୍ବାସ୍ଥ୍ୟ ଭଲ ରହିବ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି ।

କୁମ୍ଭ: ବ୍ୟବସାୟରେ ଉଚିତ ଲାଭ ପାଇବେ । ଶନିଙ୍କ ପ୍ରଭାବରେ ଆପଣଙ୍କର କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି ।

ମୀନ: ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ତଥାପି କାମ ଅଟକି ରହିବ ନାହିଁ । ଯାନ୍ତ୍ରୀକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ବିଳମ୍ବ ଘଟିପାରେ । ରାଜନୀତିରେ ସଫଳତା ପାଇବେ । ପ୍ରେମ ସମ୍ବନ୍ଧ ସୁଖଦ ରହିବ।


ସେୟାର କରନ୍ତୁ