Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ 59 ହଜାରରୁ ଅଧିକ ନୂଆ ମାମଲା, 257 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 59 ହଜାର 118 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 257 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 32 ହଜାର 987 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 59,118
ଏପର୍ଯ୍ୟନ୍ତ ମୋଟ ମାମଲା -1,18,46,652

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 32,987
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,12,64,637

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 257
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,60,949

ମୋଟ ଆକ୍ଟିଭ କେସ- ଚାରି ଲକ୍ଷ 21 ହଜାର 066

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 25 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 23 କୋଟି 86 ଲକ୍ଷ 04 ହଜାର 638 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11,00,756 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ