Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 56211 ନୂଆ ମାମଲା, 271 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ବଢ଼ିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 56 ହଜାର 211 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 271 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 37 ହଜାର 028 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 56,211
ଏପର୍ଯ୍ୟନ୍ତ ମୋଟ ମାମଲା -1,20,95,855

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 37,028
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,13,93,021

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 271
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,62,114

ମୋଟ ଆକ୍ଟିଭ କେସ- ପାଞ୍ଚ ଲକ୍ଷ 40 ହଜାର 720

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 29 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 26 ଲକ୍ଷ 50 ହଜାର 025 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ ସାତ ଲକ୍ଷ 85 ହଜାର 864 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ