Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 81 ହଜାରରୁ ଅଧିକ ନୂଆ ମାମଲା, 469 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣର ଦ୍ୱିତୀୟ ଲହର ତେଜିରେ ବଢିବାକୁ ଲାଗୁଅଛି । ପୁଣି ଥରେ ନୂଆ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 81 ହଜାର 466 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 469 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 50 ହଜାର 356 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 81,466
ଏପର୍ଯ୍ୟନ୍ତ ମୋଟ ମାମଲା -1,23,03,131

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 50,356
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,15,25,039

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 469
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,63,396

ମୋଟ ଆକ୍ଟିଭ କେସ- ଛଅ ଲକ୍ଷ 14 ହଜାର 696

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 1 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 59 ଲକ୍ଷ 12 ହଜାର 587 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ ଏଗାର ଲକ୍ଷ 13 ହଜାର 966 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ