ରାଜ୍ୟରେ ସୁସ୍ଥ ହେଲେ 11 ହଜାର 513 କରୋନା ଆକ୍ରାନ୍ତ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଆଜକୁ ପ୍ରାୟ ତିନି ଦିନ ହେବ ଚି଼ହ୍ନଟ ହେଉଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଆସୁଅଛି,ଏହାକୁ ଲକ୍ଷ କଲେ କରୋନା ସଂକ୍ରମିତଙ୍କ ସଂଖ୍ୟା ଅପେକ୍ଷା ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ଢେର ଅଧିକ ହେଉଅଛି । ଆଜି ରାଜ୍ୟରେ 11 ହଜାର 513 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 658646ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ