Coronavirus: ଦେଶରେ 24 ଘଣ୍ଟାରେ ଆସିଲା 14 ହଜାର 146 ନୂଆ କେସ, 144 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ କରୋନା କେସ ଦିନକୁ ଦିନ କମିବାକୁ ଲାଗି ଅଛି । ଏହି ସଂଖ୍ୟା ସପ୍ତାହେ ହବ ସୁଧୁରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 14 ହଜାର 146 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 144 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 19 ହଜାର 788 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 14 ହଜାର 146
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 40 ଲକ୍ଷ 67 ହଜାର 719

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 32 ହଜାର 542
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -3 କୋଟି 34 ଲକ୍ଷ 19 ହଜାର 749

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1 ଶହ 44
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 52 ହଜାର 124

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 95 ହଜାର 846

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 59 କୋଟି 09 ଲକ୍ଷ 35 ହଜାର 381 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 00 ହଜାର 123 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ