Coronavirus: ଦେଶରେ 24 ଘଣ୍ଟାରେ ଆସିଲା 10 ହଜାର 488 ନୂଆ କେସ, 313 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ମହାମାରୀର ପୂର୍ବ 24 ଘଣ୍ଟାରେ 10 ହଜାର 488 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 313 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 329 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 10 ହଜାର 488
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 45 ଲକ୍ଷ 10 ହଜାର 413

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 12 ହଜାର 329
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -3 କୋଟି 39 ଲକ୍ଷ 22 ହଜାର 037

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 13
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 65 ହଜାର 662

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 22 ହଜାର 714

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 20 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 63 କୋଟି 16 ଲକ୍ଷ 49 ହଜାର 378 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 74 ହଜାର 009 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ