Coronavirus: ଭାରତରେ 24 ଘଣ୍ଟାରେ ଆସିଲା 6 ହଜାର 650 ନୂଆ କରୋନା କେସ, 374 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ ଓମିକ୍ରନ୍ ବେରିଏଣ୍ଟ ମାମଲା ରପ୍ତାର ସହ କରୋନା କେସ ମଧ୍ୟ ଲଗାତାର ବଢ଼ୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 6 ହଜାର 650 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 374 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 6 ହଜାର 650
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 47 ଲକ୍ଷ 72 ହଜାର 626

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 7 ହଜାର 051
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 42 ଲକ୍ଷ 15 ହଜାର 977

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 74
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 79 ହଜାର 133

ମୋଟ ଆକ୍ଟିଭ କେସ- 77 ହଜାର 516

ମୋଟ ଓମିକ୍ରନ ମାମଲା – 3 ଶହ 58

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 98 ଲକ୍ଷ 09 ହଜାର 816 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 65 ହଜାର 887 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ