ଆଜି ରାଜ୍ୟରେ ସୁସ୍ଥ ହେଲେ 1639 କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 1263106

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 1639 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସୁସ୍ଥ 291 ଜଣ ଅଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 12 ଲକ୍ଷ 63 ହଜାର 106ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ