ରାଜ୍ୟରେ ସୁସ୍ଥ ହେଲେ 10 କରୋନା ଆକ୍ରାନ୍ତ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 10 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 12 ଲକ୍ଷ 78 ହଜାର 760ରେ ପହଁଞ୍ଚିଅଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।


ସେୟାର କରନ୍ତୁ