ଲଘୁଚାପ ହେବାର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : 4 ମଇ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ 24 ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର 24 ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଶୁକ୍ରବାର ସୂଚନା ଦିଆଯାଇଛି ।


ସେୟାର କରନ୍ତୁ