ଚନ୍ଦ୍ରଗ୍ରହଣ ଲାଗି ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ

ରାଜ୍ୟ
ସେୟାର କରନ୍ତୁ

ପୁରୀ : ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା । ଏହି ଦିନ ରାହୁ ଗ୍ରସ୍ତୋଦୟ ଖଣ୍ଡଗ୍ରାସ ଚନ୍ଦ୍ର ଗ୍ରହଣ ପଡୁଅଛି । ସେଥିପାଇଁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଗ୍ରହଣ ନୀତିକୁ ଦୃଷ୍ଟିରେ ରଖି ଆଜି ରାତ୍ର ପହୁଡ଼ ଠାରୁ ଆସନ୍ତାକାଲି ସକାଳ 6ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।


ସେୟାର କରନ୍ତୁ