ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଗାମୀ 48 ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହାର ପ୍ରଭାବରେ ରାଜ୍ୟରେ 19 ରୁ 22 ଯାଏଁ ବିସ୍ତୃତି ବର୍ଷା ତଥା କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ l


ସେୟାର କରନ୍ତୁ