ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ 5.8 ରୁ 7.6 କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ; ଏହାର ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l

ଆଗାମୀ 24 ଘଣ୍ଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ 26 ଜୁଲାଇ ବେଳକୁ ଘନୀଭୂତ ହୋଇ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବା ସମ୍ଭାବନା ରହିଛି l


ସେୟାର କରନ୍ତୁ