ପରିବାର Archives - Truthink

ସହିଦଙ୍କ ପରିବାର ପାଇଁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପାମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର : ସହିଦଙ୍କ ପରିବାରକୁ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । 5 ଲକ୍ଷ ପରିବର୍ତ୍ତେ ଏବେ ଏହି ସହିଦଙ୍କ ପରିବାରଙ୍କୁ 10 ଲକ୍ଷ ଟଙ୍କା ଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଏହି ସହାୟତା ରାଶି ପ୍ରଦାନ କରାଯାଉଛି ।

ସୂଚନା ଥାଉ କି, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରାଣବଳୀ ଦେଉଥିବା ଯବାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି । ପ୍ରଥମେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ 2010 ଓ 2012 ରେ ଏହାକୁ ଯଥା କ୍ରମେ 2ଲକ୍ଷ ଓ 5ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା ।

ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ  ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
— I & PR Department, Odisha (@IPR_Odisha) May 4, 2022

The post ସହିଦଙ୍କ ପରିବାର ପାଇଁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପାମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି appeared first on Truthink.